ଇସ୍ରାଏଲ ଏବଂ ହମାସ୍ ମଧ୍ୟରେ ଚାଲିଥିବା ଯୁଦ୍ଧର ପାଞ୍ଚ ମାସରୁ ଅଧିକ ସମୟ ବିତିଗଲାଣି । ଗାଜାରେ ଇସ୍ରାଏଲ କ୍ରମାଗତ ଭାବରେ ହାମାସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଗାଜାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ଇସ୍ରାଏଲ ଆକ୍ରମଣରେ ଗାଜାରେ ଅତି କମରେ ୩୧,୭୨୬ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ଘଟିଛି।
Read More >