ଭୁବନେଶ୍ୱର, ୧୮ ମାର୍ଚ୍ଚ: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍ସିଏଂଟ କଲ୍ଚର ଆଣ୍ଡ ହେରିଟେଜ ଅଫ୍ ଇଣ୍ଡିଆ (ପ୍ରାଚୀନ) ଓ କଟକସ୍ଥିତ ଓଡିଆ ଗବେଷଣା ପରିଷଦର ମିଳିତ ଆନୁକୂଲ୍ୟରେ ମଙ୍ଗଳବାର ଦିନ ବିଶ୍ୱବିଦ୍ୟାଳୟ ପରିସରରେ ଜଗନ୍ନାଥ ଦାସଙ୍କ ମହାଭାରତ ଶୀର୍ଷକର ପ୍ରଥମ ‘ପ୍ରାଚୀନ’ ସମ୍ପାନ ଅନୁଷ୍ଠିତ ହୋଇଯାଇଛି ।
Read More >