ଆସନ୍ତା କାଲି ତୃତୀୟ ପର୍ଯ୍ୟାୟ ମତଦାନ । ମେ ୭ ତାରିଖରେ ତୃତୀୟ ପର୍ଯ୍ୟାୟ ଭୋଟ ହେବାକୁ ଯାଉଛି । Read More >
ପୁରୀ ସଦର ନିର୍ବାଚନ ମଣ୍ଡଳୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କୁ ମରଣାନ୍ତକ ଆକ୍ରମଣ ନେଇ ଅଭିଯୋଗ ହୋଇଛି । ପ୍ରଚାର ବେଳେ ଏଭଳି ଆକ୍ରମଣ ହୋଇଥିବା ଜଣାପଡ଼ିଛି । ପୁରୀ ବସଷ୍ଟାଣ୍ଡରେ ଉମା ଥିବା ବେଳେ ତାଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି Read More >
ଆଜି ଉନ୍ମୋଚିତ ହୋଇଛି ବିଜେପି ସଂକଳ୍ପପତ୍ର। ରାଜ୍ୟ ବିଜେପି ନିର୍ବାଚନ ଇସ୍ତାହାର ‘ସଂକଳ୍ପପତ୍ର’ ଉନ୍ମୋଚନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ଯକ୍ଷ ଜେପି ନଡ୍ଡା। ‘ସଂକଳ୍ପପତ୍ର’ରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି। Read More >
ଏଥର ନିର୍ବାଚନରେ ରାଜ୍ୟରେ ପଦ୍ମ ଫୁଟାଇବାକୁ ବିଜେପିର ଚାଲିଛି ଜୋରଦାର ପ୍ରୟାସ । ନିର୍ବାଚନ ଯେତିକି ପାଖେଇ ଆସୁଛି, ପ୍ରଚାର ମଧ୍ୟ ସେତିକି ଆଗେଇଚାଲିଛି । Read More >
କଂଗ୍ରେସ ନେତ୍ରୀ ସୁଚରିତା ମହାନ୍ତିଙ୍କ ଟିକେଟ ଫେରାଇବା ନେଇ ବଡ ବୟାନ ଦେଲେ ପୁରୀ କଂଗ୍ରେସ ବିଧାନସଭା ପ୍ରାର୍ଥୀ ସୁଜିତ୍ ମହାପାତ୍ର । Read More >
ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ I କିଛି ଦିନ ପୂର୍ବରୁ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଥିବା ଅରବିନ୍ଦର ଶନିବାର ବିଜେପିରେ ଯୋଗ ଦେଇଛନ୍ତି । Read More >
ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଭୁବନେଶ୍ୱରରେ ରାତ୍ରି ରହଣି କରିବେ ପ୍ରଧାନମନ୍ତ୍ରୀ । ବିମାନବନ୍ଦର ଠାରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ । Read More >
ଓଡ଼ିଶା ଗସ୍ତରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର । ଆଜି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ଜୟଶଙ୍କର । ଆଜି ଓ କାଲି ସେ ଦୁଇଦିନ ଓଡ଼ିଶାରେ ରହିବେ। ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । Read More >
ଆଜି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ୨୦୨୦ ମସିହାରେ କାହିକିଁ ଓ କିଏ ରଥଯାତ୍ରା ବନ୍ଦ କରିବାକୁ କହୁଥିଲା ବୋଲି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ପ୍ରଶ୍ନ କରିଛନ୍ତି। ଓଡ଼ିଆ ଅସ୍ମିତା ଉପରେ ଆଜି ପ୍ରଶ୍ନ ଚିହ୍ନ ଲାଗିଛି । Read More >
ଆସନ୍ତାକାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ବୈଦେଶିକ ବ୍ୟପାର ମନ୍ତ୍ରୀ ଏସ୍ ଜୟଶଙ୍କର । କଟକ, ଭୁବନେଶ୍ୱର ଓ ସମ୍ବଲପୁରରେ ଥିବା ବିଜେପି ବୁଦ୍ଧିଜୀବୀଙ୍କୁ ଭେଟିବେ । ଏନେଇ ବିଜେପି ନେତା ଗୋଲକ ମହାପାତ୍ର ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। Read More >
Read More >
ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା 6 ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ଏହି ପ୍ରର୍ଯ୍ୟାୟରେ ବରଗଡ,ସୁନ୍ଦରଗଡ,ବଲାଙ୍ଗିର,କନ୍ଧମାଳ ଓ କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ ପାଇଁ ଭୋଟ ଗ୍ରହଣ ହେବ । Read More >
ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ !
ଘୋଷାଡ଼ି ନେଲା ଟ୍ରକ୍ : ୨ ମୃତ
ସମ୍ ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ହାତ ସ୍ୱଚ୍ଛତା ଦିବସ ପାଳିତ
ସମ୍ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ ପାଳିତ