ଗୁଜୁରାଟ ଟାଇଟାନ୍ସ ଆଜି ସନ୍ଧ୍ୟାରେ ଘରୋଇ ମୈଦାନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ । ଆଇପିଏଲ୍ ୨୦୨୪ ର ୩୨ ତମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଖେଳାଯିବ । ଚଳିତ ଆଇପିଏଲ ସିଜିନରେ ଗୁଜୁରାଟ ୬ ଟି ମ୍ୟାଚ ଖେଳିଥିବାବେଳେ ୩ଟିରେ ବିଜୟ ହାସଲ କରିଛି ଏବଂ ୩ ଟି ମ୍ୟାଚରେ ପରାଜୟର ସାମ୍ନା କରିଛି । ଏହା ସହ ପଏଣ୍ଟସ ଟେବୁଲର ଷଷ୍ଠ ସ୍ଥାନରେ ରହିଛି ।
Read More >