ବ୍ରହ୍ମପୁରରେ ଘଟିଛି ଏକ ଲଜ୍ଜ୍ୟା ଜନକ ଘଟଣା । ଜଣେ ଯୁକ୍ତ ଦୁଇ ଛାତ୍ରୀ ହୋଇଛନ୍ତି ଗଣଦୁଷ୍କର୍ମର ଶିକାର । ଏପରି ଏକ ଘଟଣା ବ୍ରହ୍ମପୁରରେ ଘଟିଛି । ସୂଚନା ଅନୁସାରେ, ବ୍ରହ୍ମପୁରରେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁମାନେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି Read More >
ସକାଳୁ ସକାଳୁ ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କର ଜୀବନ । ପଳାଶୁଣୀଠାରେ ରାସ୍ତା ପାର୍ ହେଉଥିବା ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଧକ୍କାରେ ୨ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ସୂଚନା ମିଳିଛି Read More >
ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସ୍ରେ ଅଣୁଜୀବ ବିଜ୍ଞାନ ବିଭାଗ ପକ୍ଷରୁ ସୋମବାର ‘ବିଶ୍ୱ ହାତ ସ୍ୱଚ୍ଛତା ଦିବସ’ ପାଳିତ ହୋଇଯାଇଛି । Read More >
ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ରାଜ୍ୟ ସରକାରଙ୍କ ପକ୍ଷରୁ ଲଗାତର ୨୦୨୨ ଓ ୨୦୨୩ରେ ଶ୍ରେଷ୍ଠ ବିଏସ୍କେୱାଇ ହସ୍ପିଟାଲ୍ର ମାନ୍ୟତା ପାଇଥିବା ବେଳେ କରୋନା ମହାମାରୀ ସମୟରେ ଚିକିତ୍ସା ଓ ପରିଚାଳନା ନେଇ ଶ୍ରେଷ୍ଠ କୋଭିଡ ହସ୍ପିଟାଲ୍ ଭାବେ ପରିଗଣିତ ହୋଇଛି Read More >
ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ପ୍ରତିରକ୍ଷା ମନ୍ତ୍ରୀ ଓଡ଼ିଶାରେ ପହଞ୍ଚି ଭବାନୀପାଟଣା ଓ ରାୟଗଡା ଗସ୍ତ କରିବେ । Read More >
ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ଶ୍ରୀ ମନ୍ଦିରରେ ୬ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ Read More >
ହିଂଜିଳି ଥାନା ରାଳବ ଛକ ନିକଟରେ ଏକ ଇଙ୍ଗ ଅଘଟଣ ଦେଖିବାକୁ ମିଳିଛି । ବସରୁ ଖସି ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ରାହୁଲ ନାୟକ ବୋଲି ଜଣାପଡିଛି । ସୂଚନା ଅନୁସାରେ ରାହୁଲ ମହାବାହୁ ନାମକ ଏକ ଘରୋଇ ବସରେ ନିଜ ଘର କୁଡିଆ ପଦରକୁ ଫେରୁଥିଲେ । Read More >
ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ଉତଙ୍ଗରା ପଂଚାୟତରଘୁନାଥପୁର ଗ୍ରାମରେ ଏକ ଅଘଟଣ ଘଟିଯାଇଛି । ପୋଖରୀରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଉଛନ୍ତି ରଂଜନ ସାମଲ । Read More >
ବଲାଙ୍ଗିର ଜିଲ୍ଲା ବିଜେପି ଦଳ ତରଫରୁ ସାମ୍ବାଦିକ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀର ଆୟୋଜନ କରାଯାଇଛି । ରାଜ୍ୟ ସରକାରଙ୍କ ବିରୋଧରେ ଅଭିଯୋଗ ପତ୍ର ଓ ଦଳର ସଂକଳ୍ପ ପତ୍ର ସମ୍ବନ୍ଧୀୟ ସୂଚନା ପ୍ରଦାନ କରାଯାଇଛି । Read More >
ଝାରସୁଗୁଡ଼ା ବେହେରାମାଲରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ମନ୍ତ୍ରୀ ତଥା ସମ୍ବଲପୁର ବିଜେପି ସାଂସଦ ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ Read More >
ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ ରେ ଜାଲିଆତି କରି 3 ଗିରଫ । ଜଣେ ପରୀକ୍ଷାର୍ଥୀ ପାଇଁ ଅନ୍ୟ ଜଣେ ଦେଉଥିଲେ ପରୀକ୍ଷା । ଏମିତି ଏକ ନକଲି ପରୀକ୍ଷାର୍ଥୀ ଙ୍କୁ ଧରିଛି ଭଦ୍ରକ ଗ୍ରାମାଞ୍ଚଳ ପୋଲିସ । Read More >
ପୁଣି ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । Read More >
ଯୁକ୍ତ ଦୁଇ ଛାତ୍ରୀଙ୍କୁ ଗଣଦୁଷ୍କର୍ମ !
ଘୋଷାଡ଼ି ନେଲା ଟ୍ରକ୍ : ୨ ମୃତ
ସମ୍ ଫୁଲନଖରା କ୍ୟାମ୍ପସ୍ରେ ବିଶ୍ୱ ହାତ ସ୍ୱଚ୍ଛତା ଦିବସ ପାଳିତ
ସମ୍ ହସ୍ପିଟାଲ୍ ପକ୍ଷରୁ ଆନ୍ତର୍ଜାତିକ ସେବିକା ସପ୍ତାହ ପାଳିତ