ନିଦ ହଜେଇ ଦେଲେଣି ସାଇବର ଲୁଟେରା। ବିଭିନ୍ନ କୌଶଳ ଆପଣାଇ ଲୋକଙ୍କୁ ଲୁଟୁଛନ୍ତି ସାଇବର ଅପରାଧୀ। ବାରମ୍ବାର ସଚେତନତା ପରେ ବି ଦିନକୁ ଦିନ ଠକାମିର ଶିକାର ହେଉଛନ୍ତି ଲୋକେ। କେତେବେଳେ ହ୍ବାଟ୍ସଆପ ଡିପିରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ଫଟୋ ଲଗାଇ ଡରାଇ ଧମକାଇ ଟଙ୍କା ମାଗୁଛନ୍ତି ତ ପୁଣି କେତେବେଳେ ଅନ୍ୟ ଉପାୟରେ ଠକୁଛନ୍ତି । ପୋଲିସ ଓ ସାଧାରଣ ଲୋକଙ୍କ ନିଦ ହଜି ଗଲାଣି। ଏହାକୁ ରୋକିବାକୁ କମିଶନରେଟ ପୋଲିସ ଯେତେସବୁ ପନ୍ଥା ଆପଣାଇଥିଲେ ବି କିଛି ସୁଫଳ ମିଳୁନି।
Read More >