Home >
ଆଜି କ୍ୟାବିନେଟ ବୈଠକ
Khabar Odisha:Odisha-Cabinet
ଭୁବନେଶ୍ୱର, ନଭେମ୍ବର ୦୯(ଖବର ଓଡ଼ିଶା):

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସଂଧ୍ୟା ୫ଟା ୪୫ରେ ରାଜ୍ୟ ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ମୁଖ୍ୟତଃ ତିନୋଟି ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିପାରେ। କୃଷି, ଏମଏସଏମଇ ଓ ପୂର୍ତ୍ତ ବିଭାଗର ବିଭିନ୍ନ ପ୍ରସ୍ତାବକୁ ମଞ୍ଜୁରି ମିଳିପାରେ। 

Subscribe

National International State Sports Entertainment