ପବିତ୍ର ମାଘ ପୂର୍ଣ୍ଣମୀ ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଗଜୋଦ୍ଧାରଣ ବେଶ ଆସନ୍ତା ୨୪ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏହି ବେଶରେ ମହାପ୍ରଭୁ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରିବେ। ଏହାସହିତ ଠାକୁରଙ୍କ ସମୀପରେ ଦୁଇଟି ହାତୀ ଶୁଣ୍ଢରେ ପଦ୍ମକଢ଼ି ଧରି ଦଣ୍ଡାୟମାନ ରହିଥିବେ।
Read More >