ଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଦେଶରେ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ବାଣିଜ୍ୟିକ ବ୍ୟବହାର ପାଇଁ ଉଦ୍ଦିଷ୍ଟ ଏଲପିଜି (Commercial LPG) ଯୋଗାଣକୁ ୨୦ ପ୍ରତିଶତ ବୃଦ୍ଧି କରାଯାଇଛି। ଆସନ୍ତା ମାର୍ଚ୍ଚ ୨୩ ତାରିଖରୁ ଏହି ଅତିରିକ୍ତ ଆବଣ୍ଟନ ଲାଗୁ ହେବ, ଯାହାଫଳରେ ମୋଟ ଯୋଗାଣ ପରିମାଣ ୫୦ ପ୍ରତିଶତରେ ପହଞ୍ଚିବ।
Read More >