ଘରୋଇ ଏଲପିଜି ସିଲିଣ୍ଡର ମୂଲ୍ୟ ଶନିବାର ବୃଦ୍ଧି ପାଇଛି। ସାରା ଦେଶରେ ୧୪.୨ କିଲୋଗ୍ରାମ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୬୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ଆଜି ଠାରୁ ୧୯ କିଲୋଗ୍ରାମ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ୧୧୫ ଟଙ୍କା ବୃଦ୍ଧି କରାଯାଇଛି। ଏହା ସିଧାସଳଖ ହୋଟେଲ, ରେଷ୍ଟୁରାଣ୍ଟ ଏବଂ ଛୋଟ ବାଣିଜ୍ୟିକ ପ୍ରତିଷ୍ଠାନ ଉପରେ ପ୍ରଭାବ ପକାଇବ।
Read More >