ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଏବଂ ପୁଡୁଚେରୀରେ ଗତମାସ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଆଜି ଏହି ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକରେ ଭୋଟ ଗଣତି ଆରମ୍ଭ ହୋଇଛି। ୧୪୦ ଆସନ ବିଶିଷ୍ଟ କେରଳ ବିଧାନସଭା ପାଇଁ ପ୍ରତିଯୋଗିତାକୁ ବିଶେଷ ଆକର୍ଷଣୀୟ ବୋଲି ବିବେଚନା କରାଯାଉଛି।
Read More >