ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଉଭୟ ପତି-ପତ୍ନୀ
Khabar Odisha:barsa-anubhab-sensing-family-dispute-case-both-spouses-appear-in-Cuttack-family-court
କଟକ,ସେପ୍ଟେମ୍ବର ୧୪(ଖବର ଓଡିଶା):

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା। ଫ୍ୟାମିଲ କୋର୍ଟରେ ହାଜର ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ ଓ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି। ତେବେ କୋର୍ଟରେ ହାଜର ହେବାକୁ ଉଭୟଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। 

ଉଭୟଙ୍କୁ ୫ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଉଭୟ ଆଜି କୋର୍ଟରେ ଏହି ଅର୍ଥ ରାଶି ଜମା କରିବେ ବୋଲି ତାଙ୍କ ଆଇନଜୀବୀ ପକ୍ଷରୁ ସୂଚନା ମିଳିଛି।

ସେହିପରି ପୂବର୍ରୁ ବାରମ୍ବାର ତାରିଖ ଧାର୍ଯ୍ୟ ପରେ ମଧ୍ୟ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆସୁନଥିଲେ । ସେହିପରି ଅନୁଭବ ମଧ୍ୟ ଛାଡପତ୍ର ପିଟିସନରେ ବିବାହ ସ୍ଥାନ ଭୁଲ ଦର୍ଶାଇଥିଲେ । ତେବେ ଏହି ମାମଲାର ଶୁଣାଣି କରି କୋର୍ଟ ଉଭୟଙ୍କୁ ୫ ହଜାର ଲେଖାଏଁ ଫାଇନ ଦେବାକୁ ନିର୍ଦ୍ଦେଶ ଦେଇଥିଲେ । 

  • Tags:

Subscribe

National International State Sports Entertainment