ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର ହ୍ୱାଇଟ୍ ହାଉସରେ ବ୍ୟବସାୟ ନେତାମାନଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବରେ ବହୁ ପ୍ରତୀକ୍ଷିତ ‘ଟ୍ରମ୍ପ୍ ଗୋଲ୍ଡ କାର୍ଡ’ ଭିସା କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। କାର୍ଡର ଶୁଭାରମ୍ଭ ଘୋଷଣା କରି ଟ୍ରମ୍ପ କହିଛନ୍ତି ଯେ ଏହା କିଛି ପରିମାଣରେ ଗ୍ରୀନ୍ କାର୍ଡ ସହିତ ସମାନ, କିନ୍ତୁ ଗ୍ରୀନ୍ କାର୍ଡ ଅପେକ୍ଷା ଅନେକ ଗୁରୁତ୍ୱପୂର୍ଣ୍ଣ ସୁବିଧା ରହିଛି।
Read More >