ପାକିସ୍ତାନ ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫଙ୍କ ପରଲୋକ
Khabar Odisha:Pakistans-former-President-Pervez-Musharraf-dies-after-prolonged-illness-in-Dubai
ଖବର ଓଡିଶା : 05/02/2023

 ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ୍ ମୁଶରଫଙ୍କ ପରଲୋକ ହୋଇଛି | ଦୁବାଇର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଛି । ପାକିସ୍ତାନ ଗଣମାଧ୍ୟମରେ ଏହି ଖବର ପ୍ରକାଶ ପାଇଛି । ଅନେକ ଦିନ ଧରି ବିଭିନ୍ନ ଶରୀରିକ ସମସ୍ୟା ଯୋଗୁଁ ଚିକିତ୍ସାଧିନ ଥିଲେ । ବିଶେଷ କରି ‘ଅମାଇଲାଇଡୋସିସ’ ନାମକ ବିରଳ ରୋଗରେ ଆକ୍ରାନ୍ତ ହୋଇ ଚିକତ୍ସିତ ହେଉଥିବାବେଳେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।

Subscribe

National International State Sports Entertainment