ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ ଚିହ୍ନଟ, ଓଡ଼ିଶାରେ ୨୩୮୮ କୁ ବୃଦ୍ଧି କରୋନା ଆକ୍ରାନ୍ତଙ୍କ ସଂଖ୍ୟା
Khabar Odisha:143-more-Corona-positive-in-Odisha
ଭୁବନେଶ୍ୱର, ଜୁନ ୩ ( ଖବର ଓଡ଼ିଶା):

 ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ।   ଓଡ଼ିଶାରେ ଆଉ ୧୪୩ ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩୮୮  ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା  । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪୫ କୁ ବୃଦ୍ଧି ପାଇଛି।  ଆକ୍ରାନ୍ତଙ୍କ ମଧ୍ୟରୁଜଣ୧୦୫୪ ଜଣ ଚିକିତ୍ସାଧୀନ ଥିବାବେଳେ ୧୩୨୫ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି।

  • Tags:

Subscribe

National International State Sports Entertainment