ରାଜ୍ୟରେ କରୋନା ନେଲା ଆଉ ୬ ଜଣଙ୍କ ଜୀବନ
Khabar Odisha:6-death-in-odisha
ଭୁବନେଶ୍ୱର, ସେପ୍ଟେମ୍ବର ୧୫(ଖବର ଓଡିଶା):

ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବି ହ୍ରାସ ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫୭ କରୋନା ଆକ୍ରାନˆତ ଚିହ୍ନଟ ହୋଇଥିବା ବେଳେ ୬ ଜଣଙ୍କ ମୁଣ୍ଡ ନେଇ କରୋନା । ତେବେ ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।  

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୧୭୭୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୯୪୮ରେ ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୩୬୦୩ ଜଣ ସୁସ୍ଥ ହୋଇଛନ୍ତି । 

  • Tags:

Subscribe

National International State Sports Entertainment