ଓଡ଼ିଶା ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶାର ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ବୋଲି ସେ କହିଛନ୍ତି। ସାମଜିକ ଗଣମାଧ୍ୟମ ‘ଏକ୍ସ’ରେ ସେ କହିଛନ୍ତି, ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ, ସୁପ୍ରାଚୀନ ପରମ୍ପରା ତଥା ଓଡ଼ିଶାବାସୀଙ୍କ ଧୈର୍ଯ୍ୟ ଓ ସହନଶୀଳତାର ସ୍ୱାକ୍ଷର ବହନ କରେ ଏହି ଦିବସ।
Read More >