ନୟାଗଡ଼ ଜିଲ୍ଲା ଦଶପଲ୍ଲା ଦଶପଲ୍ଲା ଥାନା ଅଧୀନ ଟାକେରା ଘାଟି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୫ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୧୫ ଜଣ ଯାତ୍ରୀ ଗୁରୁତର ଅଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ ଯାତ୍ରୀମାନେ ହରି ପାତ୍ର, ଲକ୍ଷ୍ମୀ ପାତ୍ର, ସୁପ୍ରଭା ସାହୁ, ସୁମତି ସାହୁ ଏବଂ ପ୍ରବୀଣ ସାହୁ।
Read More >