୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୮ ବର୍ଷରୁ କମ୍ ବୟସର ୧୦୬୧ଜଣ ଆକ୍ରାନ୍ତ ଭୁବନେଶ୍ୱର ,ଜାନୁଆରୀ 18(ଖବର ଓଡ଼ିଶା): Share story: ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୫୪୮୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୬୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୬୧ଜଣ ରହିଛନ୍ତି Covid-19 Report For 17th JanNew Positive Cases: 11086Of which 0-18 years: 1061In quarantine: 6431Local contacts: 4655(Details of local contacts will be shared by concerned District)1. Angul: 1392. Balasore: 3233. Bargarh: 1254. Bhadrak: 1325. Balangir: 300— I & PR Department, Odisha (@IPR_Odisha) January 18, 2022 ଖବର ଓଡ଼ିଶା, Reporter, 18/01/2022