ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ଭାଇରାଲକୁ ନେଇ ଥାନାରେ ବର୍ଷା ଙ୍କ ଏତଲା
Khabar Odisha:Its-raining-cats-and-dogs-on-social-media
କଟକ, ମେ 22 (ଖବର ଓଡ଼ିଶା)

 ସାଂସଦ ଅନୁଭବ ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ ମାମଲା । ଅନୁଭବ ଓ ପତ୍ନୀ ବର୍ଷାଙ୍କ ପାରିବାରିକ ବିବାଦ କମିବା ବଦଳରେ ବଢିଲା। କଟକ ପୁରୀଘାଟ ଥାନାରେ ଅନୁଭବଙ୍କ ବିରୋଧରେ ବର୍ଷାଙ୍କ ଏତଲା । ସୋସିଆଲ ମିଡିଆରେ ଅନୁଭବଙ୍କ ଭିଡିଓ ଭାଇରାଲକୁ ନେଇ ଏତଲା ।

ଏତଲାରେ ବର୍ଷା ଅନୁଭବଙ୍କ ଭିଡିଓର ପ୍ରତିବାଦ କରିଛନ୍ତି । କୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଭିଡିଓ କରୁଛନ୍ତି। ଭିଡିଓ କରି ମୋ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଉଛନ୍ତି। ମୋର ମାନହାନି ସହ ଅନୁଭବ ଚରିତ୍ରହାନି କରୁଛନ୍ତି। ଏପରି କରି ମୋତେ ମାନସିକ ଭାବେ ନିର୍ଯାତନା ଦେଉଛନ୍ତି ବୋଲି ବର୍ଷା କହିଛନ୍ତି।

  • Tags:

Subscribe

National International State Sports Entertainment