ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାର ଦ୍ୱିତୀୟ ପର୍ଯ୍ୟାୟର ଅଂଶ ଭାବରେ ମଙ୍ଗଳବାର ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶିତ ହେବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଜାତୀୟ ଗଣମାଧ୍ୟମକୁ ମିଳିଥିବା ସୂଚନା ଅନୁଯାୟୀ ମୋଟ ୫,୮୨୦,୮୯୮ ଜଣଙ୍କ ନାମ ବାଦ ଦେଇ ଡ୍ରାଫ୍ଟ ତାଲିକା ପ୍ରସ୍ତୁତ କରାଯିବ।
Read More >