ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ଟି କରୋନା ନମୂନା ପରୀକ୍ଷଣ କରାଯାଇଛି
Khabar Odisha:Odisha-Coronavirus-testing-status---Samples-tested-in-last-24-hours-50147
ଭୁବନେଶ୍ୱର, ସେପ୍ଟେମ୍ବର ୩୦ (ଖବର ଓଡ଼ିଶା):

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୫୦ ହଜାର ୧୪୭ ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ଆଣ୍ଟିଜେନ ପଦ୍ଧତିରେ ୪୩,୧୮୮, ଆରଟିପିସିଆରରେ ୬,୮୯୯ ଏବଂ ଟ୍ରୁନଟ୍‌ରେ ୬୦ଟି କରୋନା ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

  • Tags:

Subscribe

National International State Sports Entertainment