ଭୁବନେଶ୍ବର, ଏପ୍ରିଲ ୦୮ (ଖବର ଓଡ଼ିଶା):
ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ପ୍ରଚାର ସମୟରେ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେତୁ ଅଜିତ ମଙ୍ଗଳରାଜଙ୍କୁ ପିପିଲିସ୍ଥିତ ଏକ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ, ଏପ୍ରିଲ ୧୭ରେ ମତଦାନ ଅନୁଷ୍ଠିତ ହେବ ଏବଂ ମଇ ୨ରେ ଭୋଟ୍ ଗଣାଯିବ।