ଦେଶରେ ମୌସୁମୀ ଋତୁ ଆରମ୍ଭ ହେବାକୁ ଯାଉଛି। ପାଣିପାଗ ବିଭାଗ ଅନୁଯାୟୀ ଆଜି ଯେକୌଣସି ସମୟରେ କେରଳ ଏବଂ ତାମିଲନାଡୁରେ ମୌସୁମୀ ପହଞ୍ଚିପାରେ। ୨୪ ଘଣ୍ଟା ମଧ୍ୟରେ ପଞ୍ଜାବ, ହରିୟାଣା, ଦିଲ୍ଲୀ, ରାଜସ୍ଥାନ, ମଧ୍ୟ ପ୍ରଦେଶ, ପଶ୍ଚିମ ଉତ୍ତର ପ୍ରଦେଶ, ମହାରାଷ୍ଟ୍ର ଏବଂ ଦକ୍ଷିଣ ଭାରତର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
Read More >