ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ,୮ଟି ସ୍ଥାନରେ ଚାଲିଛି ଚଢାଉ ବ୍ରହ୍ମପୁର , ଅଗଷ୍ଟ 5(ଖବର ଓଡ଼ିଶା): Share story: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ । ବ୍ରହ୍ମପୁର ଅନନ୍ତନଗରସ୍ଥିତ ବାସଭବନ , ପେଟ୍ରୋଲ ପମ୍ପ ସମେତ ଜୟନ୍ତୀପୁରସ୍ଥିତ ନିଜ ପୈତୃକ ବାସଭବନ ସମେତ ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ । ପାତ୍ରପୁର ବ୍ଲକ ଜୟନ୍ତିପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟର ଶିକ୍ଷକ । କ୍ରୀଡା ଶିକ୍ଷକ ଜନାର୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ଼ । ଖବର ଓଡ଼ିଶା, Reporter, 04/08/2022