ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ)ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୪ଜଣ ଡିଏସ୍ପି, ୧୩ଜଣ ଇନ୍ସପେକ୍ଟର, ୭ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ତଲାସ କରାଯାଉଛି।
Read More >