ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାତୀୟ ସମ୍ମାନ ଅପମାନ ନିବାରଣ ଆଇନ ୧୯୭୧ରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିବାକୁ ପ୍ରସ୍ତୁତ ହେଉଛି। ମୂଳ ଆଇନକୁ ସଂଶୋଧନ କରି ସଂଶୋଧିତ ବିଲରେ ‘ବନ୍ଦେ ମାତରମ୍’ ଅନ୍ତର୍ଭୁକ୍ତ କରାଯାଇଛି, ଯାହାର ଅପମାନ ପାଇଁ ତିନି ବର୍ଷ ଜେଲ୍ ଦଣ୍ଡ, ଜରିମାନା କିମ୍ବା ଉଭୟ ଦଣ୍ଡନୀୟ ହେବ।
Read More >