ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁନିବାର ଦେଶକୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉପହାର ପ୍ରଦାନ କରିଛନ୍ତି। ବନାରସ-ଖଜୁରାହୋ, ଲକ୍ଷ୍ନୌ-ସହାରନପୁର, ଫିରୋଜପୁର-ଦିଲ୍ଲୀ ଏବଂ ଏର୍ଣ୍ଣାକୁଲମ-ବେଙ୍ଗାଲୁରୁ ରୁଟରେ ଚାଲୁଥିବା ଏହି ଟ୍ରେନଗୁଡ଼ିକୁ ପ୍ରଧାନମନ୍ତ୍ରୀ ମୋଦି ନିଜେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
Read More >