ଉତ୍ତର ଭାରତରେ ପାଗ ପୁଣି ଥରେ ପରିବର୍ତ୍ତନ ହେଉଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ ଜାନୁଆରୀ ୩୧ରୁ ଫେବୃଆରୀ ୩ ମଧ୍ୟରେ କଶ୍ମୀର, ଲଦାଖ, ହିମାଚଳ ପ୍ରଦେଶ, ପଞ୍ଜାବ, ହରିୟାଣା ଏବଂ ଚଣ୍ଡିଗଡ଼ରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ଅଛି। ଉତ୍ତରପଶ୍ଚିମ ଏବଂ କେନ୍ଦ୍ରୀୟ ଭାରତର ସମତଳ ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି।
Read More >