ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନିର୍ବାଚନ ଆୟୋଗ ଏବଂ ଭୋଟର ତାଲିକା ପ୍ରକ୍ରିୟାକୁ ନେଇ ରାହୁଲ ଗାନ୍ଧୀଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନକୁ ବିରୋଧ କରି ସେ
Read More >