ଆସନ୍ତା ଅକ୍ଟୋବର ୨୮ ଓ ୨୯ ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚି ସେ ମା’ କିଚକେଶ୍ୱରୀଙ୍କ ଦର୍ଶନ କରିବା ସହ ଅମୃତ ଭାରତ ଷ୍ଟେସନ, IIFM କ୍ୟାମ୍ପସ ଏବଂ ମଲ୍ଟି ସ୍କିଲ୍ ସେଣ୍ଟର ଭଳି ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
Read More >