ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ,୧୯୧ମୃତ
Khabar Odisha:In-the-last-24-hours-15570-new-corona-positives-have-been-identified-in-the-country
ଦିଲ୍ଲୀ,ଜାନୁଆରୀ ୧୫ (ଖବର ଓଡ଼ିଶା):

  ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୯୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫ ଲକ୍ଷ ୨୭ ହଜାର ୬୮୩ ରେ ପହଞ୍ଚିଛି। ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୯୧୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧ ଲକ୍ଷ ୬୨ ହଜାର ୭୩୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍‌ କେସ୍‌ ୩ ଲକ୍ଷ ତଳେ ରହିଛି। ଦେଶରେ କରୋନାରୁ ୨ ଲକ୍ଷ ୧୩ ହଜାର ୨୭ ଆକ୍ଟିଭ୍‌ କେସ୍ ରହିଛି।

  • Tags:

Subscribe

National International State Sports Entertainment