ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର ଖବର ଓଡିଶା : 09/06/2023: Share story: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ମିଆଁମାର ଉପକୂଳ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଖବର ଓଡ଼ିଶା, Reporter, 09-06-2023 9:21AM