ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଶେଷ ହୋଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାରଠାରୁ ଏହି ପ୍ରକ୍ରିୟା ପୁଣିଥରେ ଆରମ୍ଭ ହୋଇଛି। Read More >
ନିଲମ୍ବିତ ହେଲେ ପାଇଲଟ୍ । ମଦ ପିଇ ବିମାନ ଚଳାଉଥିବାରୁ ପାଇଲଟଙ୍କୁ କାର୍ଯ୍ୟରୁ ନିଲମ୍ବିତ କଲା ଏୟାର ଇଣ୍ଡିଆ Read More >
ଏକାଧିକ ଅପରାଧିକ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା କୁଖ୍ୟାତ ମାଫିଆ ମୁଖତାର ଅନସାରୀର ମୃତ୍ୟୁ ଘଟିଛି। Read More >
ଗତ ମାର୍ଚ୍ଚ ୧ ତାରିଖରେ ବେଙ୍ଗାଲୁରୁର ରାମେଶ୍ୱରମ କାଫେରେ ଜଣେ ସନ୍ଦିଗ୍ଧ ବିସ୍ଫୋରଣ କରିଥିଲା । ଏହି ବିସ୍ଫୋରଣରେ ପ୍ରାୟ ୧୦ ଜଣ ଆହତ ହୋଇଥିଲେ । ଏହି ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ଆତଙ୍କ ଖେଳି ଯାଇଥିଲା Read More >
ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଦ୍ୱାରା ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି ଆହୁରି ୪ ଦିନ ବୃଦ୍ଧି ପାଇଛି। Read More >
ଖୁବଶୀଘ୍ର ଦେଶର ଜାତୀୟ ରାଜପଥରେ ଟୋଲ ସଂଗ୍ରହ ପାଇଁ ଉପଗ୍ରହ ଆଧାରିତ ବ୍ୟବସ୍ଥା ଆରମ୍ଭ ହେବା ସହ ବର୍ତ୍ତମାନ ଟୋଲ ସଂଗ୍ରହ କରିବାର ବ୍ୟବସ୍ଥାକୁ ଉଠାଇ ଦିଆଯିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ। Read More >
ନିର୍ବାଚନ ଲଢିବେ ନାହିଁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।ବୁଧବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ କେନ୍ଦ୍ର ଅର୍ଥମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। Read More >
ଉତ୍ତର ପ୍ରଦେଶରେ ଘଟିଛି ଭୟଙ୍କର ଦୁର୍ଘଟଣା । ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବାଫଳରେ ଘଟଣାସ୍ଥଳରେ ଦୁଇଟି ଟ୍ରକରେ ନିଅଁ ଲାଗିଯାଇଥିଲା Read More >
ଗୁରୁବାର ବେଙ୍ଗାଲୁରୁସ୍ଥିତ ଡିଆରଡିଓ ଲ୍ୟାବରେ ଭାରତୀୟ ବାୟୁସେନାର ନୂଆ ଲଢୁଆ ବିମାନ ତେଜସ୍ ମାର୍କ-୧ଏ ଏହାର ପ୍ରଥମ ଉଡ଼ାଣ ସଫଳତାର ସହ ଶେଷ କରିଛି। Read More >
ମଦ ଦୁର୍ନୀତି ମାମଲାରେ ଇଡି ହେପାଜତରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବେ ଜେଲରୁ ସରକାର ଚଳାଉଥିବା ଦେଖିବାକୁ ମିଳିଛି। କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ମଦ ଦୁର୍ନୀତି ମାମଲାରେ ଗିରଫ କରାଯିବା ପରେ ତାଙ୍କୁ ଇଡି ରିମାଣ୍ଡରେ ନେଇ ପଚରାଉଚରା କରୁଛି। Read More >
ଆଜି ବିଜେପିରେ ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ , ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ବିଜେପି ମୁଖ୍ୟାଳୟରେ ମିଶ୍ରଣ ପର୍ବରେ ହେଲେ ସାମିଲ୍ ହୋଇ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି । Read More >
କୋଲକାତା ବିମାନବନ୍ଦରରେ ଘଟିଛି ଏକ ଅଭାବନୀୟ ଘଟଣା । ଏହି ଘଟଣାରେ ନିଜ ବନ୍ଧୁକରେ ନିଜକୁ ଗୁଳି କଲେ ଯବାନ Read More >
ଚୂଡ଼ାନ୍ତରେ ଓଡିଶା ପାଇଁ ବିଜେପିର ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବକ ମୃତ
ଭିଜିଲାନ୍ସ ଜାଲରେ GST ଅଧିକାରୀ
ଏପ୍ରିଲ ୨ରୁ ନୂଆ ଶିକ୍ଷାବର୍ଷ ଆରମ୍ଭ !