ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟସ୍ଙ୍କ ମଧ୍ୟରେ ଅନେକ ଆଲୋଚନା ହୋଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(AI)ର ବ୍ୟବହାରଠୁ ନେଇ ସ୍ୱାସ୍ଥ୍ୟ, ଜଳବାୟୁ ପରିବର୍ତ୍ତନ ଏବଂ ମହିଳା ସଶକ୍ତିକରଣ ଆଦି ବିଭିନ୍ନ ପ୍ରସଙ୍ଗକୁ ନେଇ ଚର୍ଚ୍ଚା କରିଛନ୍ତି ମୋଦି ଓ ବିଲ୍ ଗେଟସ୍।
Read More >