ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି, ‘ମୋର ସମସ୍ତ ଦେଶବାସୀଙ୍କୁ ଦୀପାବଳିର ହାର୍ଦ୍ଦିକ ଶୁଭେଚ୍ଛା। ଆଲୋକର ଏହି ପବିତ୍ର ପର୍ବ ସମସ୍ତଙ୍କ ଜୀବନକୁ ସୁଖ, ସମୃଦ୍ଧି ଏବଂ ସଦ୍ଭାବରେ ଆଲୋକିତ କରୁ।
Read More >