ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫ୍ ପାଣି ପାଇଁ ଭାରତ ସହିତ ‘ଜଳ ଯୁଦ୍ଧ’ ଧମକ ଦେଇଛନ୍ତି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ ରଖିବାର ଜବାବରେ ଆସିଫ୍ ଏହି ଧମକ ଦେଇଛନ୍ତି। ଗତବର୍ଷ ଏପ୍ରିଲରେ ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଥିଲା, ଯାହା ପାକିସ୍ତାନକୁ ଆତଙ୍କିତ କରିଦେଇଛି।
Read More >