ଆଜି ହେଉଛି ଅକ୍ଷୟ ତୃତୀୟା । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସାରା ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ' X ' ରେ ଶୁଭେଚ୍ଛା ଜଣାଇ କହିଛନ୍ତି ," ପରୋପକାର ପାଇଁ ପ୍ରେରଣା ଯୋଗାଉଛି ଏହି ପର୍ବ । ସମସ୍ତଙ୍କ ଜୀବନରେ ନୂଆ ଶକ୍ତି ଓ ଉତ୍ସାହ ଆଣିଦେଉ,ଏହା ହିଁ କାମନା ।