ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ସହ ଫୋନ୍ ମାଧ୍ୟମରେ କଥା ହୋଇଛନ୍ତି। ଏନେଇ ସେ ସାମାଜିକ ଗଣମାଧ୍ୟମ ‘ଇନଷ୍ଟାଗ୍ରାମ’ରେ ପୋଷ୍ଟ କରିଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ମୁଁ ଗମ୍ଭୀର ଆଞ୍ଚଳିକ ପରିସ୍ଥିତି ଉପରେ ଆଲୋଚନା କରିବା ପାଇଁ
Read More >