ଭାରତୀୟ ରେଳ ଇତିହାସରେ ଏକ ନୂତନ ଅଧ୍ୟାୟ ଯୋଡି ହେବାକୁ ଯାଉଛି। ଦେଶର ପ୍ରଥମ ସବୁଜ ହାଇଡ୍ରୋଜେନ୍ ଚାଳିତ ଟ୍ରେନ୍ ଲଞ୍ଚ ପାଇଁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ଜୁଲାଇରେ ହରିୟାଣାର ଜିନ୍ଦରୁ ଏହି ଐତିହାସିକ ଟ୍ରେନ୍କୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏହାକୁ ସ୍ୱଚ୍ଛ, ସବୁଜ ଏବଂ ଶୂନ୍ୟ-ନିର୍ଗମ ପରିବହନ ଦିଗରେ ଏକ ପ୍ରମୁଖ ପଦକ୍ଷେପ ବୋଲି ବିବେଚନା କରାଯାଉଛି।
Read More >