ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କୁ କରୋନା
Khabar Odisha:BJD-Mahakalapada-MLA-Atanu-SabyaSachi-Nayak-Tested-Corona-Positive
ଭୁବନେଶ୍ୱର, ଅକ୍ଟୋବର ୦୮ (ଖବର ଓଡ଼ିଶା):

ସାରା ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ପକ୍ଷରୁ ହୋଇଥିବା କୋଭିଡ଼ ପରୀକ୍ଷାରେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । କୈ।ଣସି ଲକ୍ଷଣ କି ସମସ୍ୟା ନାହି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସିତ ହେଉଛି । ପ୍ରଭୁ ବଳଦେବଜୀଙ୍କ କୃପାରୁ ମୁ ଭଲ ଅଛି ବୋଲି ସେ କହିଛନ୍ତି ।

  • Tags:

Subscribe

National International State Sports Entertainment