ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୋଲିସ ବଡ଼ ପଦକ୍ଷେପ ନେଇଛି । ପୂର୍ବତନ ବିଜେଡ଼ି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପୋଲିସ ଉଠାଇ ନେଇଛି । ଅନ୍ୟପକ୍ଷରେ ବିକ୍ରମଙ୍କ ସମର୍ଥକମାନେ ବୈଦ୍ୟନାଥ ପୁର ଥାନା ସମ୍ମୁଖରେ ହୋହାଲ୍ଲା କରିଛନ୍ତି । ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ବ୍ରହ୍ମପୁର ସହର ସାରା ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
Read More >