ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଆଜି ବିଜେପି ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସୁରଥ ବିଶ୍ୱାଳ ଓବିସି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରିଛନ୍ତି ।
Read More >