ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ନେଇ ଚାଲିଥିବା କଳ୍ପନାଜଳ୍ପନା ମଧ୍ୟରେ ଶନିବାର ପାଟନାରେ ଜେଡିୟୁର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ଦଳର ସାଂସଦ, ବିଧାୟକ, ଏମଏଲସି ଏବଂ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।
Read More >