ଗୃହର ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ ଖବର ଓଡିଶା:24/07/2024 Share story: ବିଧାନସଭା ବଜେଟ୍ ଅଧିବେଶନର ତୃତୀୟ ଦିନରେ ବି ହଟ୍ଟଗୋଳ ଲାଗିରହିଥିଲା । ତେଣୁ ଗୃହର ସୁପରିଚାଳନା ପାଇଁ ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି ସୁରମା ପାଢ଼ୀ । ଦିନ ୧୨ଟା ଯାଏଁ ଗୃହ ମୁଲତବି କରି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି । Smitanjali Routray, Author, 24/07/2024