ବିଜେଡି ଉପରେ ବର୍ଷିଲେ ଅନୁଭବ ମହାନ୍ତି । ପ୍ରେସମିଟ ଜରିଆରେ ଅନୁଭବ ରେଖିଛନ୍ତି କି ୨୦୨୪ ନିର୍ବାଚନରେ ବିଜେଡି ଜିତିବ ବୋଲି ଡିଣ୍ଡିମ ପିଟୁଛି । ବାସ୍ତବ କ୍ଷେତ୍ରରେ ଓଡ଼ିଶାର ଲୋକ ବିଜେଡିକୁ ଭୋଟ ଦେଉଥିଲେ ନବୀନ ବାବୁଙ୍କ ପାଇଁ, କିନ୍ତୁ ଏବେ ଓଡ଼ିଶାରେ ନବୀନ ଶାସନ ଚାଲୁନାହିଁ । ନବୀନ ବାବୁଙ୍କୁ ଓଡ଼ିଶାର ଲୋକେ ଦେଖିବା ତ ଦୂରର କଥା ଦଳର ନେତା, ମନ୍ତ୍ରୀମାନେ ମଧ୍ୟ ଭେଟିବାର ସୁଯୋଗ ପାଉନାହାନ୍ତି ।
Read More >