ଓଡ଼ିଆ ଅସ୍ମିତା ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ଆଜି ସାମ୍ବାଦିକ ସମ୍ମିଳନୀ କରି ରାଜ୍ଯ ସରକାରଙ୍କ ଉପରେ ବର୍ଷିଛନ୍ତି ଅପରାଜିତା। Read More >
ମଙ୍ଗଳବାର ସମ୍ବଲପୁରର ଚେରୁଆପଡ଼ା ହାଉସିଂ ବୋର୍ଡ କଲୋନୀରେ ବିଜେପି ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଏହି ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ । Read More >
ଉତ୍ତରପ୍ରଦେଶର ଦୁଇଟି ହାଇପ୍ରୋଫାଇଲ ଆସନ ରାୟବରେଲି ଓ ଅମେଠିକୁ ନେଇ ଦ୍ବନ୍ଦ ଦେଖାଯାଉଛି । ତେବେ ବିଶେଷ ସୂତ୍ରରୁ ଜଣାପଡିଛି ଯେ ପ୍ରିୟଙ୍କା ଗାନ୍ଧୀ ଲୋକସଭା ନିର୍ବାଚନ ଲଢିବେ ନାହଁ Read More >
ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଫେରାଦ ହେଲା ବିଜେପି ପ୍ରତିନିଧିମଣ୍ଡଳୀ । ବିଜେଡିର ଖୋଲାଖୋଲି ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ପ୍ରସଙ୍ଗରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧି ଦଳ ତଥ୍ୟ ଓ ପ୍ରମାଣ ସହ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଦୃଷ୍ଟାନ୍ତ ମୂଳକ କାର୍ଯ୍ୟନୁଷ୍ଠାନ ନେବାକୁ ଦାବି କରିଛନ୍ତି । Read More >
ଓଡ଼ିଶାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆଜି ଅପରାହ୍ନ ପ୍ରାୟ ୪.୫୦ରେ ସେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରୁ ସେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ବ୍ରହ୍ମପୁର ଯାଇ ସେଠାରେ ଦଳ ପକ୍ଷରୁ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି। Read More >
ଆଜି ବିଜେପି ପକ୍ଷରୁ ପ୍ରକାଶ ପାଇଛି ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ଏଥିରେ ଅଭିନେତା ଅରିନ୍ଦମ ରାୟଙ୍କୁ ସାଲେପୁରରୁ ବିଜେପି ପ୍ରାର୍ଥୀ କରିଛି। Read More >
ବିଜେପିରେ ଯୋଗଦେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା । ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଜେପିରେ ସାମିଲ ହେଲେ। Read More >
ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଓଡ଼ିଶା ଆସିବେ Read More >
ଝାଡଖଣ୍ତର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନ ଲଢିବେ ଉପନିର୍ବାଚନ । ସେ ଗିରିଡିହ ଜିଲ୍ଲାର ଗାଣ୍ତେୟ ବିଧାନସଭା ଆସନରୁ ଉପନିର୍ବାଚନ ଲଢିବେ । Read More >
ଗୁରୁବାର ବିହାରର ବିଜେପିରେ ଯୋଗ ଦେଇଛନ୍ତି ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ । Read More >
ଗୁରୁବାର ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରି ସେଠାରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଶାହ ଭାଷଣ ଆରମ୍ଭ କରିଥିଲେ। Read More >
ଓଡିଶା ଗସ୍ତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଝାରସୁଗୁଡ଼ା ବିମାନ ବନ୍ଦରରେ ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଲେ ଶାହ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ସୋନପୁରରେ ପହଞ୍ଚିବେ। ସୋନପୁରରେ ଜନସଭା କରିବେ ଶାହ । ସୋନପୁରରେ ବିଶାଳ ସମାବେଶ ପାଇଁ ଜୋରସୋରରେ ଆୟୋଜନ ମଧ୍ୟ ହୋଇଛି । Read More >
ପାଣି ଶଙ୍କଟକୁ ନେଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଚାଷି
ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ନେଲା ଜଣଙ୍କ ଜୀବନ
ସର୍ବକାଳୀନ ରେକର୍ଡ ଭାଙ୍ଗିଛି ଚଳିତ ଏପ୍ରିଲ୍ ୨୦୨୪ରେ ଜିଏସ୍ଟି ସଂଗ୍ରହ
ଗଜପତିରେ ଧରା ପଡିଲା ଚେନ ଚୋର