ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଂଜୟ ଦାସବର୍ମାଙ୍କୁ କରୋନା
Khabar Odisha:state-planning-board-vice-chairman-Sanjay-Dasbarma-tested-Covid--19-positive
ଭୁବନେଶ୍ୱର, ସେପ୍ଟେମ୍ବର ୨୫ (ଖବର ଓଡ଼ିଶା):

ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଥିବା ସଂଜୟ ଦାସବର୍ମା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନେ ସଙ୍ଗରୋଧରେ ରହିବା ସହିତ ଲକ୍ଷଣ ଦେଖାଗଲେ କୋଭିଡ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି ।

ଏହା ସହ ସେ ବର୍ତ୍ତମାନ ସଙ୍ଗରୋଧରେ ରହିଥିବାରୁ ଆସନ୍ତା ୧୫ ଦିନ ଯାଏଁ ସେ କୌଣସି କାର୍ଯ୍ୟକ୍ରମରେ ଯୋଗ ଦେବେ ନାହିଁ ବୋଲି କହିଛନ୍ତି ।

  • Tags:

Subscribe

National International State Sports Entertainment