ପ୍ରତିବର୍ଷ କନ୍ୟା ସଂକ୍ରାନ୍ତି ଦିନ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହେଇଥାଏ। ଧାର୍ମିକ ମାନ୍ୟତା ଅନୁସାରେ, ଏହିଦିନ ଭଗବାନ୍ ବିଶ୍ଵକର୍ମାଙ୍କ ଜନ୍ମ ହୋଇଥିଲା। ବିଶ୍ଵକର୍ମାଙ୍କୁ ବିଶ୍ଵର ପ୍ରଥମ ଯନ୍ତ୍ରୀ କୁହାଯାଏ । ସକଳ ଶିଳ୍ପକଳାର ସେ ଜନକ। ତାଙ୍କୁ ନିର୍ମାଣର ଅଧିଦେବତା ବୋଲି କୁହାଯାଏ । ବ୍ରହ୍ମାଙ୍କ ନିର୍ଦ୍ଦେଶନାରେ ଦେବସିଳ୍ପି ବିଶ୍ଵକର୍ମା ସମଗ୍ର ସୃଷ୍ଟି ଅର୍ଥାତ୍ ବିଶ୍ଵ ଭୁବନ ନିର୍ମାଣ କରିଥିଲେ।
Read More >