ଓଡ଼ିିିଶାର ଏକ ଧର୍ମଭିତ୍ତିକ ପର୍ବ ହେଉଛି ମହାଳୟା । ଏହା ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଏକ ଶ୍ରାଦ୍ଧ କର୍ମ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା କୁହାଯାଏ ।ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।
Read More >